Masthead

ଭାରତୀୟ ବଂଶୋଦ୍ଭବ ୟୁଟ୍ୟୁବର ନୂଆ ସିଇଓ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତୀୟ ବଂଶୋଦ୍ଭବ ହେଲେ ୟୁଟ୍ୟୁବର ନୂଆ ସିଇଓ । ସୁସାନ ୱଜସିକିଙ୍କ ଇସ୍ତଫା ପରେ ନିଲ ମୋହନ ହେଲେ ନୂଆ ସିଇଓ । ୯ ବର୍ଷ ଧରି ଏହି ପଦରେ ରହିବା ପରେ ସୁସାନ ୱଜସିକି ଇସ୍ତଫା ଦେଇଛନ୍ତି । ଏହାପରେ ଗୁଗୁଲ ପକ୍ଷରୁ ନିଲ ମୋହନଙ୍କୁ ନିଯୁକ୍ତି ମିଳିଛି । ଏହାପୂର୍ବରୁ ନୀଲ ମୋହନ ୨୦୧୫ରୁ ୟୁଟ୍ୟୁବର ଚିଫ ପ୍ରଡକ୍ଚ ଅଫିସର ଦାୟିତ୍ୱରେ ଥିଲେ । ଅନ୍ତର୍ଜାତୀୟ ସ୍ତରରେ ଆଇଟି କମ୍ପାନୀରେ ଭାରତୀୟ ବଂଶୋଦ୍ଭବଙ୍କ ଦବଦବା ରହିଛି । ଏହାରି ଭିତରେ ନିଲ ମୋହନ ମଧ୍ୟ ସାମିଲ ହୋଇଛନ୍ତି । ଷ୍ଟାନଫୋର୍ଡ ୟୁନିଭରସିଟିରୁ ନୀଲ ମୋହନ ପାଠ ପଢିଛନ୍ତି । ନୀଲ ମୋହନ ମାଇକ୍ରୋସଫଟ, ଇନଟେଲ, ଆସେନଚର ଭଳି ବଡ ବଡ ଆଇଟି କମ୍ପାନୀର ଗୁରୁତ୍ୱପୂର୍ଣ୍ଣ ପଦବୀରେ ଥିଲେ । ଇସ୍ତଫା ଦେଇଥିବା ସୁସାନଙ୍କୁ ୨୦୧୪ରେ ୟୁଟ୍ୟୁବ୍ ସିଇଓ ଭାବେ ନିଯୁକ୍ତ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ