Masthead

ତିନି ରାଜ୍ୟରେ ବିଜୟ ପରେ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ପ୍ରତିକ୍ରିୟା

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ):ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼ ଏବଂ ତେଲେଙ୍ଗାନା ବିଧାନସଭା ନିର୍ବାଚନ ଫଳାଫଳ ଉପରେ ପ୍ରଥମ ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମାଇକ୍ରୋ ବ୍ଲଗିଂ ସାଇଟ ଏକ୍ସରେ ୩ରାଜ୍ୟର ଜନସାଧାରଣଙ୍କୁ ଧନ୍ୟବାଦ ଦେଇଛନ୍ତି ।

ସେ ଲେଖିଛନ୍ତି “ନମସ୍କାର! ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡର ନିର୍ବାଚନ ଫଳାଫଳ ଦର୍ଶାଉଛି ଯେ କେବଳ ଭଲ ଶାସନ ଓ ବିକାଶ ରାଜନୀତିରେ ଭାରତର ଲୋକଙ୍କର ବିଶ୍ୱାସ ଅଛି, ସେଥିପାଇଁ ସେମାନଙ୍କର ବିଶ୍ୱାସ ବିଜେପିରେ ଅଛି।

https://x.com/narendramodi/status/1731268188951003196?s=20

ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ବିଜେପି ଉପରେ ସେମାନଙ୍କର ପ୍ରେମ, ବିଶ୍ୱାସ ଏବଂ ଆଶୀର୍ବାଦ ପ୍ରଦର୍ଶନ କରିଥିବାରୁ ମୁଁ ଏହି ସମସ୍ତ ରାଜ୍ୟର ପରିବାର ସଦସ୍ୟଙ୍କୁ ବିଶେଷ କରି ମା’, ଭଉଣୀ ଓ ଆମର ଯୁବ ଭୋଟରଙ୍କୁ ଧନ୍ୟବାଦ ଜଣାଉଛି। ମୁଁ ଆପଣଙ୍କୁ ବିଶ୍ବାସ ଦେଉଛି କି ଆମେ ତୁମର କଲ୍ୟାଣ ପାଇଁ ନିରନ୍ତର କାର୍ୟ୍ୟ ଜାରି ରଖିବୁ ।”

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା