Masthead

ବାଂଲାଦେଶକୁ ହରାଇ ଫାଇନାଲରେ ଭାରତୀୟ ମହିଳା କ୍ରିକେଟ ଦଳ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) ଏସୀ୍ୟ କ୍ରୀଡ଼ାରେ ଭାରତର ଦମଦାର ପ୍ରଦର୍ଶନ ଦେଖିବାକୁ ମିଳିଛି । ଏସିଆନ ଗେମ୍ସ କ୍ରିକେଟରେ ଭାରତୀୟ ମହିଳା କ୍ରିକେଟ ଦଳ ଓ ବାଂଲାଦେଶ ମଧ୍ୟରେ ପ୍ରଥମ ସେମିଫାଇନାଲ ମ୍ୟାଚ ଖେଳାଯାଇଥିଲା । ଏସୀ୍ର କ୍ରିଡ଼ା ମହିଳା ଟି-ଟ୍ୱେଣ୍ଟି କ୍ରିକେଟ ପ୍ରତିଯୋଗିତାରେ ଫାଇନାଲ ସ୍ଥାନ ପକ୍କା କରିଛି ଭାରତ । ଭାରତ ବାଂଲାଦେଶକୁ ୮ ୱିକେଟରେ ଯରାଇ ଫାଇନାଲରେ ପ୍ରବେଶ କରିଛି ।

ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିଲା ବାଂଲାଦେଣ । ୫୧ ରନରେ ଅଲଆଉଟ୍ ହୋଇଥିଲା ବାଂଲାଦେଶ । ୫୨ ରନର ଛୋଟିଆ ବିଜୟ ଏକ୍ଷ୍ୟ ନେଇ ପାଲି ଆରମ୍ଭ କରିଥିଲା ଭାରତ । ୮ ସ୍ୱିକେଟରେ ବିଜୟ ହାସଲ କରି ନେଇଥିଲା ଭାରତ । ମାଲେସିଆ ବିପକ୍ଷ ମ୍ୟାଚ ବାତିଲ ହେବା ପରେ ଭାରତୀୟ ନଳ ଆଇସିସି ମାନ୍ୟତା ଅନୁସାରେ ସେମିଫାଇନାଲରେ ପ୍ରବେଶ କରିଥିଲା ଭାରତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ