ଆମେରିକା-କାନଡା ସୀମାରୁ ଭାରତୀୟଙ୍କ ଶବ ଉଦ୍ଧାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକା-କାନଡା ସୀମାନ୍ତରୁ ୮ ଶବ ଉଦ୍ଧାର । ମୃତକଙ୍କ ମଧ୍ୟରେ ଅଛନ୍ତି ୨ ଶିଶୁ । କାନାଡା ପୋଲିସ ଶବକୁ ଜବତ କରିଛି । କାନାଡାରୁ ଆମେରିକାକୁ ଏମାନେ ବେଆଇନ ଭାବେ ପ୍ରବେଶ କରୁଥିଲେ ବୋଲି ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ଏକ ଭାରତୀୟ ଓ ଏକ ରୋମାନ ପରିବାର ଅଛନ୍ତି । ସେଣ୍ଟ ଲରେନ୍ସ ନଦୀରେ ଏକ ବୋଟରେ ସେମାନେ ଆମେରିକାରେ ପ୍ରବେଶ ଉଦ୍ୟମ କରୁଥିଲେ ବୋଲି ସୂଚନା ମିଳିଛି ।

ମୃତ୍ୟୁ ଖବର ପ୍ରକାଶ ପାଇବା ପରେ ସେଠାରେ ସର୍ଚ୍ଚ ଅପରେସନ ହୋଇଥିଲା । ଏକ ହେଲିକପ୍ଟର ସହାୟତାରେ କେତେକ ମୃତଦେହ ଉଦ୍ଧାର କରାଯାଇଥିଲା । ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ । ଗତବର୍ଷ ବି ଆମେରିକାରେ ପ୍ରବେଶ ବେଳେ କାନାଡାର ମାନିତୋବା ପ୍ରଜାତନ୍ତ୍ରରେ ୪ ସଦସ୍ୟ ବିଶିଷ୍ଟ ଏକ ଭାରତୀୟ ପରିବାରର ମୃତ୍ୟୁ ଘଟିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’