Masthead

ପ୍ରଥମ ପର୍ଯ୍ୟାୟରେ ଇସ୍ରାଏଲରୁ ଫେରିଲେ ୨୧୨ ଭାରତୀୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅପରେସନ ‘ଅଜୟ’ । ପ୍ରଥମ ପର୍ଯ୍ୟାୟରେ ଇସ୍ରାଏଲରୁ ଭାରତ ଫେରିଛନ୍ତି ୨୧୨ ଜଣ ଭାରତୀୟ । ସ୍ୱତନ୍ତ୍ର ବିମାନ ଯୋଗେ ତେଲ ଅବିବ୍ରୁ ସୁରକ୍ଷିତ ଭାବେ ଦିଲ୍ଲୀରେ ପହଂଚିଲେ ଭାରତୀୟ । ଦିଲ୍ଲୀ ବିମାନ ବନ୍ଦରରେ ସ୍ୱାଗତ କଲେ କେନ୍ଦ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର । ଇସ୍ରାଏଲରେ ଚାଲିଥିବା ଯୁଦ୍ଧ ଭିତରେ ୧୮ହଜାର ଭାରତୀୟ ଫସି ରହିଛନ୍ତି ।

ସବୁ ଭାରତୀୟଙ୍କୁ ସୁରକ୍ଷିତ ସ୍ୱଦେଶ ଆଣିବା ପାଇଁ କେନ୍ଦ୍ର ସରକାର ଅପରେସନ୍ ଅଜୟର ଶୁଭାରମ୍ଭ କରିଛନ୍ତି । ଗୁରୁବାର ରାତିରେ ୨୧୨ ଜଣ ଭାରତୀୟ ବେନ୍ ଗୁରିୟନ ବିମାନବନ୍ଦରରୁ ବାହାରିଥିଲେ । ଆଜି ସକାଳେ ସମସ୍ତେ ସୁରକ୍ଷିତ ଭାବେ ଦିଲ୍ଲୀରେ ପହଞ୍ଚଛନ୍ତି । ପହଞ୍ଚିବା ପରେ ଭାରତୀୟମାନେ ସେଠାକାର ଅନୁଭୂତି ବର୍ଣ୍ଣନା କରିଛନ୍ତି । ଯୁଦ୍ଧ ଭିତରେ କେମିତି ଓ କେଉଁଠି ରହୁଥିଲେ, ସେସବୁ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ