Masthead

ବ୍ୟାନ ହେଲା ୧୬ ପାକିସ୍ତାନୀ ୟୁଟ୍ୟୁବ ଚ୍ୟାନେଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପହଲଗାମ ଆତଙ୍କୀ ହମଲା ପରେ ଗୋଟିଏ ପରେ ଗୋଟିଏ ବଡ଼ ପଦକ୍ଷେପ ନେଉଛି ଭାରତ । ଆଜି ପାକିସ୍ତାନ ଉପରେ ଆଉ ଏକ ବଡ଼ ଆକ୍ସନ୍ ନେଇଛି ଭାରତ । ଭାରତରେ ଆଉ ଚାଲିବନି ପାକିସ୍ତାନ ୟୁଟ୍ୟୁବ ଚ୍ୟାନେଲ । ୧୬ ପାକ୍ ୟୁଟ୍ୟୁବ ଚ୍ୟାନେଲକୁ ବ୍ୟାନ୍ କଲା ଭାରତ । ସୋହେବ ଅଖତର, ଆରଜୁ କାଜମୀ, ସୟଦ ମୁଜାମ୍ମିଲ ଶାହ ବ୍ୟାନ୍ । ସମା ଟିଭି, ଏରି ନୁ୍ୟଜ୍, ଜିଓ ନୁ୍ୟଜ୍, ଡନ ନୁ୍ୟଜ୍ ଚ୍ୟାନେଲ୍ ବ୍ୟାନ୍ । ମିଥ୍ୟା ଖବର ପ୍ରସାରଣ କରିବା ନେଇ ଏଭଳି ବଡ଼ ପଦକ୍ଷେପ ନେଇଛି ଭାରତ । ପୁର୍ବରୁ ସୋସିଆଲ ମିଡିଆ ‘ଏକ୍ସ’ ବନ୍ଦ କରିଥିଲା ଭାରତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ