Masthead

ବ୍ୟାନ ହେଲା ୧୬ ପାକିସ୍ତାନୀ ୟୁଟ୍ୟୁବ ଚ୍ୟାନେଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପହଲଗାମ ଆତଙ୍କୀ ହମଲା ପରେ ଗୋଟିଏ ପରେ ଗୋଟିଏ ବଡ଼ ପଦକ୍ଷେପ ନେଉଛି ଭାରତ । ଆଜି ପାକିସ୍ତାନ ଉପରେ ଆଉ ଏକ ବଡ଼ ଆକ୍ସନ୍ ନେଇଛି ଭାରତ । ଭାରତରେ ଆଉ ଚାଲିବନି ପାକିସ୍ତାନ ୟୁଟ୍ୟୁବ ଚ୍ୟାନେଲ । ୧୬ ପାକ୍ ୟୁଟ୍ୟୁବ ଚ୍ୟାନେଲକୁ ବ୍ୟାନ୍ କଲା ଭାରତ । ସୋହେବ ଅଖତର, ଆରଜୁ କାଜମୀ, ସୟଦ ମୁଜାମ୍ମିଲ ଶାହ ବ୍ୟାନ୍ । ସମା ଟିଭି, ଏରି ନୁ୍ୟଜ୍, ଜିଓ ନୁ୍ୟଜ୍, ଡନ ନୁ୍ୟଜ୍ ଚ୍ୟାନେଲ୍ ବ୍ୟାନ୍ । ମିଥ୍ୟା ଖବର ପ୍ରସାରଣ କରିବା ନେଇ ଏଭଳି ବଡ଼ ପଦକ୍ଷେପ ନେଇଛି ଭାରତ । ପୁର୍ବରୁ ସୋସିଆଲ ମିଡିଆ ‘ଏକ୍ସ’ ବନ୍ଦ କରିଥିଲା ଭାରତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ