Masthead

ଭାରତର ପ୍ରତିଟି ପ୍ରଦର୍ଶନ ଇତିହାସ ସୃଷ୍ଟି କରିଛି ଏବଂ ଆମକୁ ଗର୍ବିତ କରିଛି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଭାରତ ଏସୀୟ କ୍ରୀଡ଼ାରେ ଭାରତ ଇତିହାସ ରଚିଛି । ଚୀନରେ ଚାଲିଥିବା ଏସୀୟ କ୍ରୀଡ଼ାରେ ଭାରତ ପଦକ ସଂଖ୍ୟା ୧୦୦ରେ ପହଞ୍ଚିଛି । ଦେଶର ପଦକ ସଂଖ୍ୟା ଶତକରେ ପହଞ୍ଚିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହିଳା କବାଡି ଟିମ୍‌ ଏବଂ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଦେଶର ପଦକ ସଂଖ୍ୟା ଶତକରେ ପହଞ୍ଚିବାକୁ ଐତିହାସିକ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହ ଏହି ସଫଳତାରେ ପୂରା ଦେଶ ଗର୍ବିତ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ।

କବାଡିରେ ସ୍ୱର୍ଣ୍ଣ ସହ ଭାରତ ଏସିଆନ୍ ଗେମ୍ସ ଯାତ୍ରାରେ ଇତିହାସ ସୃଷ୍ଟି କରିଛି । ଆସନ୍ତା ୧୦ରେ ପ୍ରଧାନମନ୍ତ୍ରୀ ସମସ୍ତ ପ୍ରତିଯୋଗୀଙ୍କୁ ଭେଟି ସମ୍ବୋଧିତ କରିବେ ।ଏନେଇ ପ୍ରଧାନମନ୍ତ୍ରୀ ଟ୍ଵିଟ୍‌ କରି ସମସ୍ତ ପ୍ରତିଯୋଗୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରତିଟି ପ୍ରଦର୍ଶନ ଇତିହାସ ସୃଷ୍ଟି କରିଛି ଏବଂ ଆମକୁ ଗର୍ବିତ କରିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।ଭାରତୀୟ ଖେଳାଳି ଏସିଆନ ଗେମ୍ସ ୨୦୨୩ରେ ୧୦୦ ପଦକ ଜିତି ଇତିହାସ ରଚିଛନ୍ତି । ଏଥିରେ ୨୫ ସ୍ୱର୍ଣ୍ଣ, ୩୫ ରୌପ୍ୟ, ୪୦ ବ୍ରୋଞ୍ଜ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା