Masthead

ପାରାଅଲିମ୍ପିକ୍ସରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପାରାଅଲିମ୍ପିକ୍ସରେ ଭାରତକୁ ବଡ଼ ସଫଳତା । ଦେଶକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଭେଟିଦେଇଛନ୍ତିଅଭନୀ ଲଖେର । ୧୯ ବର୍ଷୀୟ ସୁଟର ମହିଳା ୧୦ ମିଟର ଏୟାର ରାଇଫଲର କ୍ଲାସ୍ SH1ରେ ଏହି ଯୋଗ୍ୟତା ଅର୍ଜନ କରିଛନ୍ତି । ଜୟପୁରର ଅବନୀ ଯୋଗ୍ୟତା ପର୍ଯ୍ୟାୟରେ ୨୧ ଜଣ ସୁଟରଙ୍କ ମଧ୍ୟରେ ସପ୍ତମ ସ୍ଥାନ ହାସଲ କରି ଏହି ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଥିଲେ । ତେବେ ନିଜ ମ୍ୟାଚରେ ୬୦ ଟି ସିରିଜରେ ୬ଟି ସଟ୍ ପରେ ସେ ୬୨୧.୭ସ୍କୋର କରିଥିଲେ । ଯାହା ଏହାକୁ ଶ୍ରେଷ୍ଠ ଆଠଟି ସୁଟର ମଧ୍ୟରେ ପହଞ୍ଚାଇବା ପାଇଁ ଯଥେଷ୍ଟ ଥିଲା ।

ତେବେ ଅଭନୀଙ୍କ ଏହି ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସେମତ ଅନେକ ବ୍ୟକ୍ତି ବିଶେଷ ଶୁଭେଚ୍ଛା ଜଣାଇଛନ୍ତି । ତାଙ୍କର ଏହି ସଫଳତା ପାଇଁ ଶୁଭକମନା ଦେଇଛନ୍ତି । ସୂଚନା ଥାଉକି, ରବିବାର ଭାବିନା ପଟେଲ ମହିଳା ସିଙ୍ଗଲ୍ସ ଟେବୁଲ୍ ଟେନିସରେ ରୌପ୍ୟ ପୁରୁଷ ହାଇ ଜମ୍ପ୍ ଇଭେଣ୍ଟରେ ନିଶାଦ କୁମାର ରୌପ୍ୟ ପଦକ ଜିତିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା