Masthead

‘ଇଣ୍ଡିଆ’ର ନୂଆ ଟ୍ୟାଗ ଲାଇନ, ‘ଜିତେଗା ଇଣ୍ଡିଆ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବେଙ୍ଗାଲୁରୁରେ ବିରୋଧୀଙ୍କ ବୈଠକ ପରେ ଗ୍ରାଣ୍ଡ ଆଲାଇନ୍ସର ନାମ ଇଣ୍ଡିଆ ଘୋଷଣା କରାଯାଇଛି। ୨୦୨୪ ସାଧାରଣ ନିର୍ବାଚନରେ ‘ବିଜେପି’କୁ ପରାସ୍ତ କରିବା ଲକ୍ଷ୍ୟରେ ମେଣ୍ଟର ନାଁ ‘ଇଣ୍ଡିଆ’ ଦେଇଥିବା ବିରୋଧୀ ଦଳମାନେ ତା’ର ଟ୍ୟାଗ୍ଲାଇନ ‘ଜିତେଗା ଭାରତ’ ରଖିଛନ୍ତି । ଯାହାକୁ ନେଇ କାଂଗ୍ରସ ନେତା ରାହୁଲ ଗାନ୍ଧୀ ସଙ୍କେତ କରିଛନ୍ତି। ରାହୁଲ ଗାନ୍ଧୀ ଟୁଇଟ୍ କରି ଲେଖିଛନ୍ତି, ‘ଭାରତ ଯୋଡିହେବ, ଭାରତ ଜିତିବ’।

https://twitter.com/RahulGandhi/status/1681266155259043840?s=20

୨୬ ବିରୋଧୀ ଦଳ ମେଣ୍ଟର ନାଁ ‘ଆଇ.ଏନ୍.ଡି.ଆଇ.ଏ.’— (ଇଣ୍ଡିଆନ୍ ନ୍ୟାସ୍ନାଲ୍ ଡେଭ୍ଲପ୍ମେଣ୍ଟାଲ୍ ଇନ୍କ୍ଲୁସିଭ୍ ଆଲାଏନ୍ସ୍) ରଖିବାକୁ ମଙ୍ଗଳବାର ଦିନ ବେଙ୍ଗାଲୁରୁରେ ୨ଦିନିଆ କନ୍କ୍ଲେଭ୍ରେ ବିରୋଧୀ ଦଳର ନେତାମାନେ ସ୍ଥିର କରିଥିଲେ। ମେଣ୍ଟର ନାଁ ‘ଭାରତ’କୁ ପ୍ରଦର୍ଶନ କରିବା ଉଚିତ ବୋଲି ସେମାନେ ଚିନ୍ତା କରିଥିଲେ। କିନ୍ତୁ, ଏଥିରେ ଗୋଟାଏ ‘ଟ୍ୟାଗ୍ଲାଇନ୍’ ସଂଯୋଗ କରିବା ଲାଗି ପରେ ସେମାନେ ନିଷ୍ପତ୍ତି ଗ୍ରହଣ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି