Masthead

ଅସ୍ତ୍ର ବିରତି ପ୍ରସ୍ତାବକୁ ଭାରତର ସମର୍ଥନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅସ୍ତ୍ରବିରତି ପ୍ରସ୍ତାବକୁ ଭାରତର ସମର୍ଥନ । ଗାଜାରେ ତୁରନ୍ତ ଅସ୍ତ୍ରବିରତି ପ୍ରସ୍ତାବକୁ ଭାରତର ସମର୍ଥନ କରିଛି । ୟୁଏନଜିଏରେ ପ୍ରସ୍ତାବକୁ ଭାରତ ସମେତ ୧୫୩ ରାଷ୍ଟ୍ରର ସମର୍ଥନ ଜଣାଇଛନ୍ତି । ପ୍ରସ୍ତାବକୁ ବିରୋଧ କରିଛନ୍ତି ଇସ୍ତ୍ରାଏଲ, ଆମେରିକା ସମେତ ୧୦ ରାଷ୍ଟ୍ର । ଆର୍ଜେଣ୍ଟିନା, ୟୁକ୍ରେନ ସମେତ ୨୩ ରାଷ୍ଟ୍ର ଭୋଟଦାନରୁ ବିରତ ରହିଛନ୍ତି । ଅକ୍ଟୋବର ୭ରେ ଇସ୍ତ୍ରାଏଲ ଉପରେ ହମାସ୍‌ର ଆକ୍ରମଣ ପରେ ଚାଲିଛି ଯୁଦ୍ଧ । ଏବେ ବି ଜରି ରହିଛି ।

ସେପଟେ ହମାସର ଅର୍ଥନୈତିକ କାରବାର ଉପରେ କଟକଣା ଲାଗି ଦାବି କରିଛି ୟୁରୋପୀୟ ୟୁନିଅନ । ୟୁରୋପୀୟ ୟୁନିଅନରେ ବର୍ତ୍ତମାନ ହମାସକୁ ଏକ ଆତଙ୍କୀ ସଂଗଠନ ଭାବେ ଘୋଷଣା କରାଯାଇଛି । ସେପଟେ ତୁରନ୍ତ ଆତ୍ମସମର୍ପଣ କରିବା ଲାଗି ହମାସକୁ ଆହ୍ୱାନ ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ । ଅନ୍ୟପଟେ ଇସ୍ରାଏଲର ଆକ୍ରମଣ ବିରୋଧରେ ବିଶ୍ୱବ୍ୟାପୀ ଧର୍ମଘଟ ଆହ୍ୱାନ ଦେଇଛି ପାଲେଷ୍ଟାଇନ । ବର୍ତ୍ତମାନ ସୁଦ୍ଧା ଯୁଦ୍ଧରେ ୧୮ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଥିବାବେଳେ ପ୍ରାୟ ୨୦ ଲକ୍ଷ ଲୋକ ବିସ୍ଥାପିତ ହେଲେଣି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା