Masthead

କାନଡାକୁ ଭାରତର କଡା ଜବାବ,୫ଦିନ ଭିତରେ ଭାରତ ଛାଡ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କାନଡାକୁ ମୁହଁତୋଡ ଜବାବ ଦେଲା ଭାରତ । ଭାରତୀୟ କୁଟନୀତିଜ୍ଞଙ୍କୁ ବହିଷ୍କାର ପରେ କାନଡା ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେଲା ଭାରତ । କାନଡା କୁଟନୀତିଜ୍ଞଙ୍କୁ ୫ ଦିନ ଭିତରେ ଭାରତ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅଭ୍ୟନ୍ତରୀଣ ବ୍ୟାପାର ଓ ଭାରତ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କାର କରାଯାଇଛି ।

ଖଲିସ୍ତାନୀ ନେତା ହରଦ୍ଦୀପ ସିଂ ନିଜ୍ଜରଙ୍କ ହତ୍ୟା ପଛରେ ଭାରତୀୟ ଏଜେଣ୍ଡାଙ୍କ ହାତ ଥିବା ଅଭିଯୋଗ କରି ପ୍ରଥମେ ଭାରତୀୟ କୁଟନୀତିଜ୍ଞଙ୍କୁ ବହିଷ୍କାର କରିଥିଲେ କାନଡା ସରକାର । ତେବେ କାନଡାର ଏହି ଅଭିଯୋଗକୁ ଖଣ୍ଡନ କରିଥିଲା ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ । କାନଡାର କୌଣସି ହିଂସାରେ ଭାରତ ସରକାରଙ୍କ ହାତ ନାହିଁ । ଭାରତ ଏକ ଗଣତାନ୍ତ୍ରିକ ଦେଶ । ଆମେ ଆଇନ ଉପରେ ବିଶ୍ୱାସ କରୁ ବୋଲି ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର