Masthead

ପାକିସ୍ତାନ ଉପରେ ଭାରତର ୱାଟର ଷ୍ଟ୍ରାଇକ୍‌

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନ ବିରୋଧରେ ଭାରତର ଗୋଟିଏ ପରେ ଗୋଟିଏ ପଦକ୍ଷେପ । ସିନ୍ଧୁ ପରେ ଶୁଖିଗଲା ଚେନାବ ନଦୀ । ଡ୍ୟାମ ଗେଟ୍ ବନ୍ଦ କରିଛି ଭାରତ । ପହଲଗା ଆକ୍ରମଣର ପ୍ରତିଶୋଧ ନେଉଛି ଭାରତ । ଚେନାବ ନଦୀରେ ଥିବା ସାଲମା ଡ୍ୟାମର ସବୁ ଗେଟ୍ ବନ୍ଦ । ରୈସି ଜିଲ୍ଲାରେ ଶୁଖିଲା ପଡିଛି ନଦୀ । ଜମ୍ମୁ କାଶ୍ମୀର ରାମବନ ଅଞ୍ଚଳରେ ଥିବା ବାଗ୍ଲିହର ଡ୍ୟାମର ସବୁ ଗେଟ୍‌ ବନ୍ଦ କଲା ଭାରତ ।

ଡ୍ୟାମ ବନ୍ଦ ହେବା ପରେ ପାକିସ୍ତାନକୁ ଯାଇଥିବା ଚେନାବ ନଦୀ ଶୁଖିଲା ପଡିଛି । ସିନ୍ଧୁ ନଦୀ ଜଳ ଚୁକ୍ତି ବାତିଲ ଏହାର ଅଂଶ ବୋଲି କୁହାଯାଉଛି । ବାଗ୍ଲିହର ଡ୍ୟାମ ଦ୍ବାରା ଭାରତ-ପାକିସ୍ତାନ ମଧ୍ୟରେ ଜଳ ପ୍ରବାହ ହୋଇଥାଏ । ଜଳସ୍ତର କମିବା ପରେ ପାକିସ୍ତାନର ଚାଷ ପ୍ରଭାବିତ ହେବାର ଆଶଙ୍କା ରହିଛି । କେବଳ ବାଗ୍ଲିହର ନୁହେଁ ଆଗାମୀ ଦିନରେ ଭାରତ ଝେଲମ ନଦୀର କ୍ରିଷ୍ଣାଗଙ୍ଗା ଡ୍ୟାମ ମଧ୍ୟ ବନ୍ଦ କରିବାକୁ ଯୋଜନା କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା