Masthead

ଭାରତୀୟ ବଂଶଦ୍ଭୋବ, କାନାଡାର ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତୀୟ ବଂଶଦ୍ଭୋବ ଅନୀତା ଆନନ୍ଦ କାନାଡାର ନୂଆ ପ୍ରତିରକ୍ଷା ମନ୍ତ୍ରୀ ଭାବେ ନିଯୁକ୍ତ ହୋଇଛନ୍ତି। ମନ୍ତ୍ରୀ ହରଜିତ ସାଜନଙ୍କ ପରେ ମଙ୍ଗଳବାର ଜଷ୍ଟିନ୍ ଟ୍ରୁଡୋଙ୍କ କ୍ୟାବିନେଟରେ ଅନିତା ଆନନ୍ଦଙ୍କୁ ସ୍ଥାନ ଦିଆଯାଇଛି। ଅନୀତା ଆନନ୍ଦ ହେଉଛନ୍ତି ଦ୍ୱିତୀୟ ମହିଳା ଯିଏକି କାନାଡାର ପ୍ରତିରକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି। ସେ ଏହା ପୂର୍ବରୁ ପ୍ରକ୍ୟୋରମେଣ୍ଟ ମନ୍ତ୍ରୀଙ୍କ ପୋର୍ଟଫୋଲିଓ ଭାବେ କାମ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ