Masthead

ମୃତ ବ୍ୟକ୍ତିଙ୍କ ନାଁରେ ଘର ଦେଇ ଟଙ୍କା ହଡ଼ପ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ମୃତବ୍ୟକ୍ତିଙ୍କ ନାଁରେ ଆସିଥିବା ଇନ୍ଦିରା ଆବାସକୁ ବ୍ଲକ କର୍ମଚାରୀ ଚଞ୍ଚକତା କରି ହଡପ କରିଥିବା ଅଭିଯୋଗ ହୋଇଛି । ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକରେ । ଜଣେ ମୃତ ବ୍ୟକ୍ତିଙ୍କ ନାମରେ ଆସିଥିଲା ଇନ୍ଦିରା ଆବାସ । କାଳେ ସେ ଟଙ୍କା ଫେରିଯିବ ସେଥିପାଇଁ ଜୀବିତ ଥିବା ଜଣେ ମହିଳାଙ୍କୁ ଉକ୍ତ ମୃତ ବ୍ୟକ୍ତିଙ୍କ ନାମରେ ପରିଚୟ ଦିଆ କରାଇ ବ୍ଲକ ପ୍ରଶାସନ ଇନ୍ଦିରା ଆବାସ ଟଙ୍କାକୁ ହଡପ କରିଥିବା ଆରଟିଆଇ ରିପୋର୍ଟରୁ ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା