ମୃତ ବ୍ୟକ୍ତିଙ୍କ ନାଁରେ ଘର ଦେଇ ଟଙ୍କା ହଡ଼ପ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ମୃତବ୍ୟକ୍ତିଙ୍କ ନାଁରେ ଆସିଥିବା ଇନ୍ଦିରା ଆବାସକୁ ବ୍ଲକ କର୍ମଚାରୀ ଚଞ୍ଚକତା କରି ହଡପ କରିଥିବା ଅଭିଯୋଗ ହୋଇଛି । ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକରେ । ଜଣେ ମୃତ ବ୍ୟକ୍ତିଙ୍କ ନାମରେ ଆସିଥିଲା ଇନ୍ଦିରା ଆବାସ । କାଳେ ସେ ଟଙ୍କା ଫେରିଯିବ ସେଥିପାଇଁ ଜୀବିତ ଥିବା ଜଣେ ମହିଳାଙ୍କୁ ଉକ୍ତ ମୃତ ବ୍ୟକ୍ତିଙ୍କ ନାମରେ ପରିଚୟ ଦିଆ କରାଇ ବ୍ଲକ ପ୍ରଶାସନ ଇନ୍ଦିରା ଆବାସ ଟଙ୍କାକୁ ହଡପ କରିଥିବା ଆରଟିଆଇ ରିପୋର୍ଟରୁ ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’