Masthead

ମନ୍ଦିର ଛାତ ଭୁଷୁଡ଼ିବା ଘଟଣା, ମୃତ୍ୟୁ ସଂଖ୍ୟା ୩୫ କୁ ବୃଦ୍ଧି

ଇନ୍ଦୋର(ବଡ଼ ଖବର ବ୍ୟୁରୋ): ଇନ୍ଦୋରରେ ମନ୍ଦିର କୂଅ ଭୁଷୁଡ଼ିବା ଘଟଣା । ମୃତ୍ୟୁ ସଂଖ୍ୟା ୩୫କୁ ବୃଦ୍ଧି ପାଇଛି । ୩୦ ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି । ଏବେବି ଜଣେ ନିଖୋଜ ରହିଛନ୍ତି । ଆହୁରି କିଛି ଲୋକ ମାଟି ତଳର ଚାପି ହୋଇ ରହିଥିବା ଅନୁମାନ କରାଯାଉଛି । ସୂଚନା ଅନୁସାରେ , ମଧ୍ୟପ୍ରଦେଶର ଇନ୍ଦୋରରେ ପବିତ୍ର ରାମ ନବମୀରେ ଶ୍ରୀ ବେଲେଶ୍ୱର ମହାଦେବ ଜୁଲେଲାଲ ମନ୍ଦିରରେ ଥିବା କୂଅ ଛାତ ଭୁଶୁଡ଼ି ପଡ଼ିଥିଲା । କିଛି ଶ୍ରଦ୍ଧାଳୁ ଏଥିରେ ଖସି ପଡ଼ିଥିଲେ । ମନ୍ଦିରରେ ଥିବା କୂଅ ଉପରେ ମାତ୍ରାଧିକ ଶ୍ରଦ୍ଧାଳୁ ଛିଡ଼ା ହୋଇ ଶ୍ରୀରାମଙ୍କ ଦର୍ଶନ କରୁଥିବା ସମୟରେ ଛାତ ଭୁଷୁଡ଼ି ପଡ଼ିଥିଲା । ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ