ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କଲେ ଶିଳ୍ପ ମନ୍ତ୍ରୀ

ପାରାଦୀପ (ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ଜିଲ୍ଲାରେ ୫୦% ଡାକ୍ତର ପଦବୀ ଖାଲି ପଡିଛି । ଯେଉଥିପାଇଁ ସ୍ୱାସ୍ଥ୍ୟ ସେବାରେ ସମସ୍ୟା ହେଉଥିବା ସ୍ୱୀକାର କରିଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ। ପାରାଦୀପ ନିର୍ବାଚନମଣ୍ଡଳିର ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ରର ସମୀକ୍ଷା ବୈଠକରେ ଯୋଗ ଦେବା ଅବସରରେ ସେ ଏହାକୁ ସ୍ୱୀକାର କରିବା ସହିତ ଯେଉଁ ଏମବିବିଏସ ଡାକ୍ତର ନିଯୁକ୍ତି ପାଉଛନ୍ତି, ସେମାନେ ପିଜି ପାଇଁ ଯାଉଥିବାରୁ ସମସ୍ୟା ହେଉଛି। କିଛି ଡାକ୍ତର ପୋଷ୍ଟିଂ ସ୍ଥାନରେ ରହୁନଥିବା କଥାକୁ ମଧ୍ୟ ସ୍ୱୀକାର କରିଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ। ଏଥିପାଇଁ ୩ ଜଣ ଡାକ୍ତରଙ୍କ ଦରମା ମଧ୍ୟ ବନ୍ଦ କରାଯାଇଛି ବୋଲି ପ୍ରକାଶ କରିଛନ୍ତି ।

ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ କୁଜଙ୍ଗ, ମଣିଜଙ୍ଗା, ଅଠରବାଙ୍କି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତରମାନଙ୍କ ସହିତ ଆଲୋଚନା କରିଛନ୍ତି । ବିଶେଷ କରି କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଲାଗିରହିଥିବା ଡାକ୍ତର ସମସ୍ୟାର ସମାଧାନ କିପରି ହବ ସିଡିଏମଓକୁ ନିର୍ଦେଶ ଦେଇଥିଲେ । ଏହା ଯେଉଁ ଡାକ୍ତରମାନେ ରୋଗୀମାନଙ୍କୁ ଠିକ୍ ଚିକିତ୍ସା ନେଇନାହାନ୍ତି ତାଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଡାକ୍ତରଖାନାରେ ସଠିକ ଚିକିତ୍ସା , ଟେଷ୍ଟ ପାଇଁ ଆବଶକୀୟ ଇକ୍ୟୁବମେଣ୍ଟ ଆଇଓସିଏଲ ଯୋଗାଇଦେବ ବୋଲି ପାରାଦୀପ ବିଧାୟକ ତଥା ଶିଳ୍ପ ମନ୍ତ୍ରୀ ପ୍ରକାଶ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ