Masthead

ଶିଶୁ ମୃତ୍ୟୁ: ନିଶା ସେବନକାରୀ ମହିଳାଙ୍କ କ୍ଷେତ୍ରରେ ୫ ଗୁଣା ଅଧିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମାତୃତ୍ୱ ଲାଭ କରିବା ପ୍ରତ୍ୟେକ ମହିଳାଙ୍କ ସ୍ୱପ୍ନ ରହିଥାଏ । ହେଲେ ବିଭିନ୍ନ କାରଣରୁ କେତେକ ଶିଶୁ ଜନ୍ମ ପୂର୍ବରୁ କିମ୍ବା ଜନ୍ମହେବା ମାତ୍ରେ ମୃତ୍ୟୁବରଣ କରୁଛନ୍ତି । ଯାହାର ଅନେକ କାରଣ ରହିଛି । ଯେଉଁ ମହିଳାମାନେ ନିଶାଦ୍ରବ୍ୟ ସେବନ କରୁଛନ୍ତି ସେମାନଙ୍କ କ୍ଷେତ୍ରରେ ଏହା ଅଧିକ ଦେଖାଯାଉଛି । ଅନ୍ୟ ମହିଳାଙ୍କ ତୁଳନାରେ ସେମାନେଙ୍କ କ୍ଷେତ୍ରରେ ଏହା ୫ ଗୁଣା ଅଧିକ ବୋଲି ସମ୍ବଲପୁର ବୁର୍ଲା ଭିମସାରର ୪ ଜଣିଆ ଡାକ୍ତରୀ ଦଳ ଗବେଷଣା କରି ଏହି ରିପୋର୍ଟ ପ୍ରସ୍ତୁତ କରିଛନ୍ତି ।

ଭିମସାରର ସ୍ତ୍ରୀ ଓ ପ୍ରସ୍ତୁତି ବିଭାଗ ଡା ଓଜସ୍ୱିନୀ ପଟେଲ, ଡା. ପ୍ରଣତି ପ୍ରଧାନ, ଡା. ପ୍ରେରଣା ଦାସଙ୍କ ସହିତ କମ୍ୟୁନିଟି ମେଡିସିନ ବିଭାଗ ଡା. ସଞ୍ଜୀବ କୁମାର ମିଶ୍ରଏହି ଗବେଷଣାରେ ସାମିଲ ହୋଇଥିଲେ । ପ୍ରତି ବର୍ଷ ପ୍ରାୟ ୨୬ ଲକ୍ଷ ନବଜାତଙ୍କ ମୃତୁ୍ୟ ହୋଇଥିବା ରେକର୍ଡ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ