Masthead

ଶିଶୁ ମୃତ୍ୟୁ: ନିଶା ସେବନକାରୀ ମହିଳାଙ୍କ କ୍ଷେତ୍ରରେ ୫ ଗୁଣା ଅଧିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମାତୃତ୍ୱ ଲାଭ କରିବା ପ୍ରତ୍ୟେକ ମହିଳାଙ୍କ ସ୍ୱପ୍ନ ରହିଥାଏ । ହେଲେ ବିଭିନ୍ନ କାରଣରୁ କେତେକ ଶିଶୁ ଜନ୍ମ ପୂର୍ବରୁ କିମ୍ବା ଜନ୍ମହେବା ମାତ୍ରେ ମୃତ୍ୟୁବରଣ କରୁଛନ୍ତି । ଯାହାର ଅନେକ କାରଣ ରହିଛି । ଯେଉଁ ମହିଳାମାନେ ନିଶାଦ୍ରବ୍ୟ ସେବନ କରୁଛନ୍ତି ସେମାନଙ୍କ କ୍ଷେତ୍ରରେ ଏହା ଅଧିକ ଦେଖାଯାଉଛି । ଅନ୍ୟ ମହିଳାଙ୍କ ତୁଳନାରେ ସେମାନେଙ୍କ କ୍ଷେତ୍ରରେ ଏହା ୫ ଗୁଣା ଅଧିକ ବୋଲି ସମ୍ବଲପୁର ବୁର୍ଲା ଭିମସାରର ୪ ଜଣିଆ ଡାକ୍ତରୀ ଦଳ ଗବେଷଣା କରି ଏହି ରିପୋର୍ଟ ପ୍ରସ୍ତୁତ କରିଛନ୍ତି ।

ଭିମସାରର ସ୍ତ୍ରୀ ଓ ପ୍ରସ୍ତୁତି ବିଭାଗ ଡା ଓଜସ୍ୱିନୀ ପଟେଲ, ଡା. ପ୍ରଣତି ପ୍ରଧାନ, ଡା. ପ୍ରେରଣା ଦାସଙ୍କ ସହିତ କମ୍ୟୁନିଟି ମେଡିସିନ ବିଭାଗ ଡା. ସଞ୍ଜୀବ କୁମାର ମିଶ୍ରଏହି ଗବେଷଣାରେ ସାମିଲ ହୋଇଥିଲେ । ପ୍ରତି ବର୍ଷ ପ୍ରାୟ ୨୬ ଲକ୍ଷ ନବଜାତଙ୍କ ମୃତୁ୍ୟ ହୋଇଥିବା ରେକର୍ଡ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ