Masthead

କମୁଛି ସଂକ୍ରମଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ କମୁଛି ସଂକ୍ରମଣ । ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ ୪୩ହଜାର ୩୯୩ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୭ଲକ୍ଷ ୫୨ହଜାର ୯୫୦କୁ ବୃଦ୍ଧି ପାଇଛି । ସେପଟେ ସକ୍ରିୟଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇବାରେ ଲାଗିଛି । ବର୍ତ୍ତମାନ ଦେଶରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ଲକ୍ଷ ୫୮ହଜାର ୭୨୭ ରହିଛି । ସେହିପରି ୨୪ଘଣ୍ଟାରେ ୯୧୧ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ