Masthead

ଦେଶରେ କମୁଛି ସଂକ୍ରମଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ କମିବାରେ ଲାଗିଛି କରୋନା ସଂକ୍ରମଣ । ଦ୍ୱିତୀୟ ଲହରରେ ୪ଳକ୍ଷ ଟ୍ରେଣ୍ଡ କରୁଥିବା ସଂକ୍ରମଣ ଏବେ ୫୦ହଜାରରୁ ତଳକୁ ଖସିଛି । ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ ୩୫୩୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୪୮୩ ଜଣଙ୍କ ମୃତ୍ୟୁ ଘଟିଛି ।

ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୨ ଲକ୍ଷ ୯୩ ହଜାର ୦୬୨ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୧୯ ହଜାର ୪୭୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୪ ଲକ୍ଷ ୬୮ ହଜାର ୭୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୦୫୫୧୩।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ