Masthead

ଦେଶରେ କମୁଛି ସଂକ୍ରମଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ କମିବାରେ ଲାଗିଛି କରୋନା ସଂକ୍ରମଣ । ଦ୍ୱିତୀୟ ଲହରରେ ୪ଳକ୍ଷ ଟ୍ରେଣ୍ଡ କରୁଥିବା ସଂକ୍ରମଣ ଏବେ ୫୦ହଜାରରୁ ତଳକୁ ଖସିଛି । ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ ୩୫୩୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୪୮୩ ଜଣଙ୍କ ମୃତ୍ୟୁ ଘଟିଛି ।

ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୨ ଲକ୍ଷ ୯୩ ହଜାର ୦୬୨ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୧୯ ହଜାର ୪୭୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୪ ଲକ୍ଷ ୬୮ ହଜାର ୭୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୦୫୫୧୩।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା