Masthead

କମୁନି ସଂକ୍ରମଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ରାଜ୍ୟରେ ଆଜି ବି ହଜାର ପାର କଲା ସଂକ୍ରମଣ । ୨୪ ଘଣ୍ଟାରେ ୧୦୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୬୨୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୪୫୨ଜଣ । ନୂଆ ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩୭୨, ଅନୁଗୁଳରୁ ୨୬, ବାଲେଶ୍ୱରରୁ ୪୫, ବରଗଡ଼ରୁ ୬, ଭଦ୍ରକରୁ ୨୫, ବଲାଙ୍ଗୀରରୁ ୪, ବୌଦ୍ଧରୁ ଜଣେ, କଟକରୁ ୧୪୭, ଦେବଗଡରୁ ୪, ଢେଙ୍କାନାଳରୁ ୧୬, ଗଜପତିରୁ ୨, ଗଞ୍ଜାମରୁ ୬, ଜଗତସିଂହପୁରରୁ ୫୮, ଯାଜପୁରରୁ ୫୮, ଝାରସୁଗୁଡାରୁ ୮, କଳାହାଣ୍ଡିରୁ ୧, କନ୍ଧମାଳରୁ ୬, କେନ୍ଦ୍ରାପଡାରୁ ୫୧, କେଉଁଝରରୁ ୧୨, ମାଲକାନଗିରିରୁ ୫, ମୟୁରଭଞ୍ଜରୁ ୩୫ଜଣ ଚିହ୍ନଟ ହୋଇଛନ୍ତି ।

ନବରଙ୍ଗପୁରରୁ ଜଣେ, ନୟାଗଡରୁ ୨୬ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୪୮ ଜଣ, ରାୟଗଡ଼ାରୁ ୪ଜଣ, ସମ୍ବଲପୁରରୁ ୧୨ ଜଣ, ସୋନପୁରରୁ ୫ ଜଣ, ସୁନ୍ଦରଗଡରୁ ୬ ଜଣ, ଷ୍ଟେଟ ପୁଲରୁ ୮୩ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ ୯ ଲକ୍ଷ ୯୦ ହଜାର ୭୫ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ । ଏମାନଙ୍କ ମଧ୍ୟରୁ ୯ ଲକ୍ଷ ୭୨ ହଜାର ୭୧୦ ଜଣ ସୁସ୍ଥ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ 🔴 ନାଳରେ ଭାସିଗଲେ ଦୁଇ କାଉଡ଼ିଆ 🔴 ୧୧ ଜିଲ୍ଲାରେ ପ୍ରବଳ ବର୍ଷା! 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ 🔴 ନାଳରେ ଭାସିଗଲେ ଦୁଇ କାଉଡ଼ିଆ 🔴 ୧୧ ଜିଲ୍ଲାରେ ପ୍ରବଳ ବର୍ଷା! 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍