Masthead

କେରଳରେ ବଢୁଛି ସଂକ୍ରମଣ

କେରଳ(ବଡ଼ ଖବର ବ୍ୟୁରୋ): ଦେଶରେ କରୋନା ସ୍ଥିତି ଥମିବାରେ ଲାଗିଛି । ଦ୍ୱିତୀୟ ତରଙ୍ଗ ପରେ ସାରା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଥିବା ବେଳେ କେରଲରେ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଯାହା ସାରା ଭାରତ ପାଇଁ ଚିନ୍ତାର ବିଷୟ ପାଲଟିଛି । ଗତ ଚାରି ଦିନ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୩୦ ହଜାରରେ ପହଞ୍ଚିଛି । କ୍ରମାଗତ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା କରୋନାର ତୃତୀୟ ଲହରକୁ ସୂଚାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ୩୪,୪୦୩ଟି ନୂଆ କରୋନା ସଂକ୍ରମଣ ରିପୋର୍ଟ ହୋଇଛି ।

ଏହା ସହ ସଂକ୍ରମଣରୁ ସୁସ୍ଥ ହେଉଥିବା ଲୋକଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇଛି । କରୋନାରୁ ପୁନରୁଦ୍ଧାର ହାର ୯୭.୬୫% କୁ ବୃଦ୍ଧି ପାଇଛି । କରୋନା ସମ୍ବନ୍ଧରେ ଦେଶର ଅନେକ ରାଜ୍ୟରେ ପରିସ୍ଥିତି ସ୍ୱାଭାବିକ ହେଉଥିବାବେଳେ କେରଳରୁ ବାହାରୁଥିବା ମାମଲା ସମଗ୍ର ଦେଶର ଚିନ୍ତା ବଢାଇଛି । ଲଗାତାର ଅନେକ ଦିନ ଧରି କେରଳରେ ୨୦-୨୨ ହଜାର ନୂଆ ମାମଲା ରୁଜୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ