ବଢୁଛି ପିଲାଙ୍କ ସଂକ୍ରମଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଢୁଛି ପିଲାଙ୍କ ସଂକ୍ରମଣ । ରାଜ୍ୟରେ ଏବେ ଦୈନିକ ସଂକ୍ରମଣ ହଜାର ତଳେ ରହୁଛି । ଆକ୍ରାନ୍ତଙ୍କ ସଂଖ୍ୟା ନିର୍ଦ୍ଦିଷ୍ଟ ସ୍ତରରେ ଉପରତଳ ହେଉଥିବାବେଳେ ପିଲାଙ୍କ ସଂକ୍ରମଣ ବଢ଼ିଚାଲିଛି । କେବଳ ୭ ଦିନରେ ୭୯୪ ଶିଶୁ ଆକ୍ରାନ୍ତ ହୋଇଥିବବେଳେ ଗତ୨୪ ଘଣ୍ଟାରେ  ୧୧୭ ପିଲା ସଂକ୍ରମିତ ହୋଇଥିବା ସୂଚନା ମିଳିଛି ।

ତୃତୀୟ ଲହର ନଆସୁଣୁ ପିଲାଙ୍କ ସଂକ୍ରମଣ ଏବେ ଅଭିଭାବକଙ୍କ ଚିନ୍ତା ବଢାଇଛି । ଡିଏମଇଟି ସିବିକେ ମହାନ୍ତି କହିଛନ୍ତି, ପିଲାମାନେ ଟିକା ନେଇ ନଥିବାରୁ ବୟସ୍କଙ୍କ ଠାରୁ ସେମାନଙ୍କୁ ସଂକ୍ରମଣ ବ୍ୟାପୁଥାଇପାରେ । ପିଲାଙ୍କୁ ସଂକ୍ରମଣରୁ ରକ୍ଷା କରିବାରେ ଅଭିଭାବକଙ୍କର ବଡ଼ ଦାୟିତ୍ୱ ରହିଛି । ତେବେ ତୃତୀୟ ଲହରରେ ପିଲାଙ୍କ ସଂକ୍ରମଣ କମ ରହିବ ବୋଲି ଆକଳନ କରୁଛନ୍ତି ଡିଏମଇଟି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’