Masthead

ସଂକ୍ରମଣ କମୁଛି, ମୃତ୍ୟୁ ବଢ଼ୁଛି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ସଂକ୍ରମଣ ଦିନକୁ ଦିନ କମୁଛି । କିନ୍ତୁ ମୃତ୍ୟୁ ସଂଖ୍ୟା କମିବା ପରିବର୍ତ୍ତେ ବଢ଼ୁଛି । ଦୈନିକ ୪ଲକ୍ଷ ଟ୍ରେଣ୍ଡ ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାରକୁ ଖସିଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ କମୁନି । ଗତ ୨୪ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୪୩ ରହିଛି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ମୁତାବକ ୨୪ଘଣ୍ଟାରେ ୧୦ହଜାର ୪୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୨ ଲକ୍ଷ ୯୬ ହଜାର ୨୩୭ରେ ପହଁଚିଛି ।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୮ ହଜାର ୮୮୦ରେ ପହଞ୍ଚିଛି । ଏବେ ଦେଶରେ ୧୫୩୭୭୬ ସକ୍ରିୟ ମାମଲା ରହିଛି । ସେହିପରି ୩୩୬୮୩୫୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ