Masthead

ପାର୍ବଣ ପରେ ବଢୁଛି ସଂକ୍ରମଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ପାର୍ବଣ ପରେ ପୁଣି ଥରେ ରାଜ୍ୟରେ କରୋନା ସଂକ୍ରମଣ ବଢିବ ବୋଲି ଆଶଙ୍କା କରାଯାଉଥିବା ବେଳେ ଆଜିର କରୋନା ତଥ୍ୟକୁ ନେଇ ପୁଣି ଚିନ୍ତା ବଢିଛି । ଆଜି ପୁଣି ଥରେ ଉପର ମୁହାଁ ହୋଇଛି ରାଜ୍ୟର ଦୈନିକ ସଂକ୍ରମଣ ହାର । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୪୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଗତ କାଲି ଏହି ସଂଖ୍ୟା ୩୫୮ ରହିଥିବା ବେଳେ ଆଜି ଏଥିରେ ୮୫ ସଂକ୍ରମିତଙ୍କ ବୃଦ୍ଧି ହୋଇଛି । ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ମଧ୍ୟରୁ ୭୫ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛି । ଅନ୍ୟପଟେ ଏମାନଙ୍କ ମଧ୍ୟରୁ ୨୫୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ବାକି ୧୮୫ ଜଣ ଲୋକାଲ କେସ୍ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ