ପାର୍ବଣ ପରେ ବଢୁଛି ସଂକ୍ରମଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ପାର୍ବଣ ପରେ ପୁଣି ଥରେ ରାଜ୍ୟରେ କରୋନା ସଂକ୍ରମଣ ବଢିବ ବୋଲି ଆଶଙ୍କା କରାଯାଉଥିବା ବେଳେ ଆଜିର କରୋନା ତଥ୍ୟକୁ ନେଇ ପୁଣି ଚିନ୍ତା ବଢିଛି । ଆଜି ପୁଣି ଥରେ ଉପର ମୁହାଁ ହୋଇଛି ରାଜ୍ୟର ଦୈନିକ ସଂକ୍ରମଣ ହାର । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୪୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଗତ କାଲି ଏହି ସଂଖ୍ୟା ୩୫୮ ରହିଥିବା ବେଳେ ଆଜି ଏଥିରେ ୮୫ ସଂକ୍ରମିତଙ୍କ ବୃଦ୍ଧି ହୋଇଛି । ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ମଧ୍ୟରୁ ୭୫ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛି । ଅନ୍ୟପଟେ ଏମାନଙ୍କ ମଧ୍ୟରୁ ୨୫୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ବାକି ୧୮୫ ଜଣ ଲୋକାଲ କେସ୍ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ