Masthead

କମିବା ପରେ ପୁଣି ବଢ଼ୁଛି ସଂକ୍ରମଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ବଢ଼ୁଛି ସଂକ୍ରମଣ । ରାଜ୍ୟରେ ଲଗାତର ୪ ଦିନ ହେଲା ବଢୁଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୨ ହଜାର ୨୧୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ କ୍ୱାରେଣ୍ଟିନରୁ ୧ ହଜାର ୨୭୨ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ରହିଛି ୯୪୩ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୮୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ନୂଆ ସଂକ୍ରମିତଙ୍କ ମଧ୍ୟରୁ ଆଜି ଅନୁଗୁଳରୁ ୮୯, ବାଲେଶ୍ୱରରୁ ୧୫୦, ବରଗଡ଼ରୁ ୧୪, ଭଦ୍ରକରୁ ୭୮, ବଲାଙ୍ଗୀରରୁ ୧୮, ବୌଦ୍ଧରୁ ୧୬, କଟକରୁ ୩୪୮, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୫୪, ଗଜପତିରୁ ୧୭, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ୧୨୬ଜଣ, ଯାଜପୁରରୁ ୧୨୪ଜଣ, ଝାରସୁଗୁଡ଼ାରୁ ୧୦ଜଣ, କଳାହାଣ୍ଡିରୁ ୫, କନ୍ଧମାଳରୁ ୧୪, କେନ୍ଦ୍ରାପଡ଼ାରୁ ୯୫ ଓ କେନ୍ଦୁଝର ଜିଲ୍ଲାରୁ ୪୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୪୮୩ଜଣ, କୋରାପୁଟରୁ ୧୦ଜଣ, ମାଲକାନାଗିରିରୁ ୨୫, ମୟୁରଭଞ୍ଜରୁ ୯୯, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୬୯, ନୂଆପଡ଼ାରୁ ୫, ପୁରୀରୁ ୮୪, ରାୟଗଡ଼ାରୁ ୨୯, ସମ୍ବଲପୁର ରୁ ୪୧, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୪୩, ଷ୍ଟେଟ ପୁଲରୁ ୧୦୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା