କମିବା ପରେ ପୁଣି ବଢ଼ୁଛି ସଂକ୍ରମଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ବଢ଼ୁଛି ସଂକ୍ରମଣ । ରାଜ୍ୟରେ ଲଗାତର ୪ ଦିନ ହେଲା ବଢୁଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୨ ହଜାର ୨୧୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ କ୍ୱାରେଣ୍ଟିନରୁ ୧ ହଜାର ୨୭୨ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ରହିଛି ୯୪୩ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୮୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ନୂଆ ସଂକ୍ରମିତଙ୍କ ମଧ୍ୟରୁ ଆଜି ଅନୁଗୁଳରୁ ୮୯, ବାଲେଶ୍ୱରରୁ ୧୫୦, ବରଗଡ଼ରୁ ୧୪, ଭଦ୍ରକରୁ ୭୮, ବଲାଙ୍ଗୀରରୁ ୧୮, ବୌଦ୍ଧରୁ ୧୬, କଟକରୁ ୩୪୮, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୫୪, ଗଜପତିରୁ ୧୭, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ୧୨୬ଜଣ, ଯାଜପୁରରୁ ୧୨୪ଜଣ, ଝାରସୁଗୁଡ଼ାରୁ ୧୦ଜଣ, କଳାହାଣ୍ଡିରୁ ୫, କନ୍ଧମାଳରୁ ୧୪, କେନ୍ଦ୍ରାପଡ଼ାରୁ ୯୫ ଓ କେନ୍ଦୁଝର ଜିଲ୍ଲାରୁ ୪୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୪୮୩ଜଣ, କୋରାପୁଟରୁ ୧୦ଜଣ, ମାଲକାନାଗିରିରୁ ୨୫, ମୟୁରଭଞ୍ଜରୁ ୯୯, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୬୯, ନୂଆପଡ଼ାରୁ ୫, ପୁରୀରୁ ୮୪, ରାୟଗଡ଼ାରୁ ୨୯, ସମ୍ବଲପୁର ରୁ ୪୧, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୪୩, ଷ୍ଟେଟ ପୁଲରୁ ୧୦୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’