ଇନ୍ଦ୍ରାବତୀ କେନାଲରେ ଘାଇ, ଧାନ ଚାଷ ନଷ୍ଟ ଆଶଙ୍କା

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା କଲମପୁର ପକ୍ଷକେନ ନିକଟରେ ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲ ୩୩.୩୨୬ ବାମ ହୁଡାରେ ୧୦ ମିଟର ଘାଇ । ଶହ ଶହ ହେକ୍ଟର ଚାଷ ଜମି ଜଳମଗ୍ନ ହେବାର ସମ୍ଭାବନା ରହିଛି । ଘଟଣାସ୍ଥଳରେ ପହଁଚି ଏସଡିଓ ପ୍ରଣୟ ପ୍ରଧାନ ଏବଂ ପ୍ରତାପ ବେହେରା ଏଇ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି ।

କେନାଲରେ ପାଣି ବନ୍ଦ କରାଯାଇଛି। ପୂର୍ବରୁ ଏହି କେନାଲର ମରାମତି ପାଇଁ ସରକାର ବାରମ୍ବାର ଟେଣ୍ଡର କରୁଥିଲେ ବି ତାହା ଚୂଡାନ୍ତ ହୋଇନାହିଁ । ଫଳରେ ନାନା ସମସ୍ୟା ଭୋଗୁଛନ୍ତି ଚାଷୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ