Masthead

ପ୍ରଚାର ପାଇଁ ଆସିଥିବା କେନ୍ଦ୍ରମନ୍ତ୍ରୀ ଶାନ୍ତନୁ ଠାକୁରଙ୍କ ହେଲିକପ୍ଟର ଯାଞ୍ଚ

ରାଇଘର (ବଡ଼ ଖବର ବ୍ୟୁରୋ): ପ୍ରଚାର ପାଇଁ ଆସିଥିବା କେନ୍ଦ୍ରମନ୍ତ୍ରୀଙ୍କ ହେଲିକପ୍ଟର ଯାଞ୍ଚ । ପ୍ରଚାର ପାଇଁ ରାଇଘର ଗସ୍ତରେ ଆସିଥିଲେ କେନ୍ଦ୍ରମନ୍ତ୍ରୀ ଶାନ୍ତନୁ ଠାକୁର । ଉମରକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀ ରାଇଘର ସ୍ଥିତ ମିନି ଷ୍ଟାଡିୟମଠାରେ ନିର୍ବାଚନୀ ସଭାରେ ଯୋଗ ଦେବାକୁ ଆସିବା ସମୟରେ ନିର୍ଵାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ କେନ୍ଦ୍ରମନ୍ତ୍ରୀ ଆସିଥିବା ହେଲିକପଟରକୁ ଫ୍ଲ।ୟିଙ୍ଗ ସ୍କ୍ୱାଡ଼ ମୁଖ୍ୟ ତଥା ରାଇଘର ବିଡିଓ ଲକ୍ଷ୍ମୀ ସାଗର ମାଝୀ ଓ କନିଷ୍ଠ ଯନ୍ତ୍ରୀ ଦୁର୍ଗା ଚରଣ ହାଁସଦା ଯାଞ୍ଚ କରିଥିଲେ । ମନ୍ତ୍ରୀଙ୍କ ହେଲିକେପଟରକୁ ପ୍ରାୟ ୨୦ ରୁ ୨୫ ମିନିଟ ଯାଞ୍ଚ କରାଯାଇ ଥିଲା। ଯାଞ୍ଚ ପରେ ହେଲିକାପାଟରକୁ ଯିବକୁ ଦିଆଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ