Masthead

ପ୍ରଚାର ପାଇଁ ଆସିଥିବା କେନ୍ଦ୍ରମନ୍ତ୍ରୀ ଶାନ୍ତନୁ ଠାକୁରଙ୍କ ହେଲିକପ୍ଟର ଯାଞ୍ଚ

ରାଇଘର (ବଡ଼ ଖବର ବ୍ୟୁରୋ): ପ୍ରଚାର ପାଇଁ ଆସିଥିବା କେନ୍ଦ୍ରମନ୍ତ୍ରୀଙ୍କ ହେଲିକପ୍ଟର ଯାଞ୍ଚ । ପ୍ରଚାର ପାଇଁ ରାଇଘର ଗସ୍ତରେ ଆସିଥିଲେ କେନ୍ଦ୍ରମନ୍ତ୍ରୀ ଶାନ୍ତନୁ ଠାକୁର । ଉମରକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀ ରାଇଘର ସ୍ଥିତ ମିନି ଷ୍ଟାଡିୟମଠାରେ ନିର୍ବାଚନୀ ସଭାରେ ଯୋଗ ଦେବାକୁ ଆସିବା ସମୟରେ ନିର୍ଵାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ କେନ୍ଦ୍ରମନ୍ତ୍ରୀ ଆସିଥିବା ହେଲିକପଟରକୁ ଫ୍ଲ।ୟିଙ୍ଗ ସ୍କ୍ୱାଡ଼ ମୁଖ୍ୟ ତଥା ରାଇଘର ବିଡିଓ ଲକ୍ଷ୍ମୀ ସାଗର ମାଝୀ ଓ କନିଷ୍ଠ ଯନ୍ତ୍ରୀ ଦୁର୍ଗା ଚରଣ ହାଁସଦା ଯାଞ୍ଚ କରିଥିଲେ । ମନ୍ତ୍ରୀଙ୍କ ହେଲିକେପଟରକୁ ପ୍ରାୟ ୨୦ ରୁ ୨୫ ମିନିଟ ଯାଞ୍ଚ କରାଯାଇ ଥିଲା। ଯାଞ୍ଚ ପରେ ହେଲିକାପାଟରକୁ ଯିବକୁ ଦିଆଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ