Masthead

ଟିକାର ଗୋଟିଏ ଡୋଜ ବଦଳରେ ୬ଟି ଡୋଜ ନେଲେ ମହିଳା

(ବଡ଼ ଖବର ବ୍ୟୁରୋ): ଗୋଟେ ଡୋଜ ପରିବର୍ତ୍ତେ ମହିଳାଙ୍କୁ ୬ଟି ଡୋଜ ଦେଲେ ସ୍ୱାସ୍ଥ୍ୟକର୍ମୀ । ଏପରି ଅଭାବନୀୟ ଘଟଣା ଘଟିଛି ଇଟାଲିରେ । ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଜଣେ ୨୩ ବର୍ଷ ବୟସ୍କ ମଳିହାଙ୍କୁ ଫାଇଜରର ଗୋଟିଏ ଡୋଜ ଦେବା ପରିବର୍ତ୍ତେ ୬ଟି ଡୋଜ ଦେଇ ଦେଇଛନ୍ତି ସ୍ୱାସ୍ଥ୍ୟକର୍ମୀ ।

ସ୍ୱାସ୍ଥ୍ୟକର୍ମୀ ଜଣକ ଅନ୍ୟମନସ୍କ ଥିବା କାରଣରୁ ଏପରି ହୋଇଥିବା ଜଣାପଡ଼ିଛି । ଏକଥା ଜଣା ପଡ଼ିବା ପରେ ମହିଳାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ହେଲେ ତାଙ୍କ ପାଖରେ କୌଣସି ପାଶ୍ୱର୍ ପ୍ରତିକ୍ରିୟା ନଦେଖାଯିବାରୁ ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ