Masthead

ଟିକାର ଗୋଟିଏ ଡୋଜ ବଦଳରେ ୬ଟି ଡୋଜ ନେଲେ ମହିଳା

(ବଡ଼ ଖବର ବ୍ୟୁରୋ): ଗୋଟେ ଡୋଜ ପରିବର୍ତ୍ତେ ମହିଳାଙ୍କୁ ୬ଟି ଡୋଜ ଦେଲେ ସ୍ୱାସ୍ଥ୍ୟକର୍ମୀ । ଏପରି ଅଭାବନୀୟ ଘଟଣା ଘଟିଛି ଇଟାଲିରେ । ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଜଣେ ୨୩ ବର୍ଷ ବୟସ୍କ ମଳିହାଙ୍କୁ ଫାଇଜରର ଗୋଟିଏ ଡୋଜ ଦେବା ପରିବର୍ତ୍ତେ ୬ଟି ଡୋଜ ଦେଇ ଦେଇଛନ୍ତି ସ୍ୱାସ୍ଥ୍ୟକର୍ମୀ ।

ସ୍ୱାସ୍ଥ୍ୟକର୍ମୀ ଜଣକ ଅନ୍ୟମନସ୍କ ଥିବା କାରଣରୁ ଏପରି ହୋଇଥିବା ଜଣାପଡ଼ିଛି । ଏକଥା ଜଣା ପଡ଼ିବା ପରେ ମହିଳାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ହେଲେ ତାଙ୍କ ପାଖରେ କୌଣସି ପାଶ୍ୱର୍ ପ୍ରତିକ୍ରିୟା ନଦେଖାଯିବାରୁ ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ