Masthead

ପାଠ ପଢିବା ବଦଳରେ କରୁଛନ୍ତି ମାଡ଼ପିଟ

ବରୀ (ବଡ଼ ଖବର ବ୍ୟୁରୋ): ଭୁଲିଯାଉଛନ୍ତି ମାନବିକତା । ପାଠ ପଢିବା ବଦଳରେ କରୁଛନ୍ତି ମାଡ଼ପିଟ । ଏଭଳି ଘଟଣା ଘଟିଛି ବରୀ ବ୍ଲକ ଅଭିମନ୍ୟୁ ସାମନ୍ତ ମହାବିଦ୍ୟାଳୟରେ । ଏଠି ପାଠ ପଢିବା ପାଇଁ କଲେଜ ଯାଉନାହାନ୍ତି, ଯାଉଛନ୍ତି ମାଡ ପିଟା ପିଟି କରିବା ପାଇଁ । ବରୀ ବ୍ଲକ ଅଭିମନ୍ୟୁ ସାମନ୍ତ ମହାବିଦ୍ୟାଳୟ ବାଲିଆର କିଛି ଛାତ୍ର ମିଶି ଜଣେ ଛାତ୍ରକୁ ଅତି ଅମାନୁଷିକ ଭାବେ ଆକ୍ରମଣ କରିଛନ୍ତି ।

ଯାହାର ଭିଜୁଆଲ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଘଟଣାଟି କଲେଜ ଠାରୁ ଅଳ୍ପ ଦୂରରେ ହୋଇଥିବା ଜଣାପଡିଛି। ଏ ନେଇ ଉକ୍ତ କଲେଜର ଅଧକ୍ଷଙ୍କୁ ପଚାରିଲେ ଏ ବିଷୟରେ କିଛି ଜାଣି ନଥିବା କହିଛନ୍ତି। ଏ ଦିଗରେ ତଦନ୍ତ ହେଲେ ପ୍ରକୃତ ସତ୍ୟାସତ୍ୟ ପଦାକୁ ଆସିବ ବୋଲି ଅଞ୍ଚଳବାସୀ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର