Masthead

ପଢାଇବା ବଦଳରେ ନିଶାରେ ଶୋଇଲେ ପ୍ରଧାନଶିକ୍ଷକ

ଭୁବନ (ବଡ଼ ଖବର ବ୍ୟୁରୋ): ପାଠ ପଢାଇବା ବଦଳରେ ନିଶାରେ ଶୋଇପଡିଲେ ପ୍ରଧାନଶିକ୍ଷକ । ପିଲା ଯେତେ ଡାକିଲେ ବି ଉଠୁ ନାହାନ୍ତି ଶିକ୍ଷକ । ଭୁବନ ବ୍ଲକ ନୂଆ ଟିପିଲେଇ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିଶାଶକ୍ତ ଅବସ୍ଥାରେ ଶୋଇଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହବାରେ ଲାଗିଛି । ବିଦ୍ୟାଳୟରେ ପାଠ ପଢେଇବା ବଦଳରେ ନିଶାଶକ୍ତ ଅବସ୍ଥାରେ ଶୋଇପଡିଲେ ପ୍ରଧାନ ଶିକ୍ଷକ ରବୀନ୍ଦ୍ର କୁମାର ମୁର୍ମୁ ।

ବିଦ୍ୟାଳୟ ଛାତ୍ର ଛାତ୍ରୀ ମାନେ ପାଠ ପଢେଇବାକୁ ଯେତେ ଉଠାଇବାକୁ ଚେଷ୍ଟା କରିଥିଲେ ମଧ୍ୟ୍ୟ ଉଠି ନଥିଲେ ପ୍ରଧାନ ଶିକ୍ଷକ । ଏ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ଯଦି ଏଭଳି ଶିକ୍ଷକ ବିଦ୍ୟାଳୟରେ ରହିବେ ତେବେ ପିଲା ମାନଙ୍କ ଭବିଷ୍ୟତ କଣ ହେବ । ପୂର୍ବରୁ ମଧ୍ୟ୍ୟ ବରୁଆଁ ପଞ୍ଚାୟତର ମଠଖୋକସା ବିଦ୍ୟାଳୟରେ ନିଶାଶକ୍ତ ଅବସ୍ଥାରେ ଧରାପଡ଼ି ନିଲମ୍ବିତ ହେଇଥିଲେ ପ୍ରଧାନ ଶିକ୍ଷକ ରବୀନ୍ଦ୍ର କୁମାର ମୁର୍ମୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ