Masthead

ବାତ୍ୟାସ୍ଥଳୀ ପ୍ରସ୍ତୁତ କରିବାକୁ ପାଇଁ ନିର୍ଦ୍ଦେଶ

ବାଲେଶ୍ୱର  (ବଡ଼ ଖବର ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରସ୍ତୁତି ବୈଠକ । ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ଭାବ୍ୟ ବାତ୍ୟାର ଆଗୁଆ ପ୍ରସ୍ତୁତି ଓ ୧୮ଟି ଜିଲ୍ଲାପାଳଙ୍କୁ ରାଜ୍ୟ ସରକାର ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ପରେ ଆଜି ବାଲେଶ୍ବର ଜିଲ୍ଲାପାଳଙ୍କ ପକ୍ଷରୁ ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରସ୍ତୁତି ବୈଠକ । ବୈଠକରେ ବିଦ୍ୟୁତ ବିଭାଗ, ଅଗ୍ନିଶମ ବିଭାଗ, ଜଳ ବିଭାଗ ସମେତ ଜିଲ୍ଲାର ସମସ୍ତ ପଦାଧିକାରୀମାନେ ଆଗୁଆ ପ୍ରସ୍ତୁତ ଲାଗି ନିର୍ଦ୍ଦେଶ ଦେଇଛନ୍ତି ବାଲେଶ୍ୱର ଜିଲ୍ଲାପାଳ ଦତ୍ତତ୍ରୟ ଭାଉସାହେବ ସିନ୍ଧେ ।

ଜିଲ୍ଲାର ସମସ୍ତ ବିଭାଗର ଅଫିସରମାନଙ୍କୁ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦେବା ସହ ବିଶେଷକରି ଜିଲ୍ଲାରେ ଥିବା ସମସ୍ତ ବାତ୍ୟାସ୍ଥଳି ଗୁଡ଼ିକ ପ୍ରସ୍ତୁତ କରିବା ପାଇଁ ନିର୍ଦେଶ ଦେଇଛନ୍ତି । ପିଇବା ପାଣି , ପଲିଥିନ ଓ ଶୁଖିଲା ଖାଦ୍ୟ ବ୍ଲକ ଓ ତହସିଲରେ ଏବେ ଠାରୁ ପ୍ରସ୍ତୁତ ରଖିବା ପାଇଁ ସମସ୍ତ ବିଡ଼ିଓ ଏବଂ ତହସିଲଦାରଙ୍କୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା