Masthead

ବ୍ରିଜେଶ ହେଲେ ଅତିରିକ୍ତ ପୋଲିସ କମିଶନର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଇପିଏସ ସ୍ତରରେ ଅଦଳବଦଳ । ଅରୁଣ ରାୟ ହେଲେ ସରକାରୀ ପ୍ରେସ ନିର୍ଦ୍ଦେଶକ । ଅମୃତ ମୋହନ ପ୍ରସାଦଙ୍କୁ ମିଳିଲା ଜେଲ ବିଭାଗ ଡିଜି ଦାୟିତ୍ୱ । ଲଳିତ ଦାସଙ୍କୁ ଏଚଆରପିସି ଏଡିଜି ଏବଂ ଉମାଶଙ୍କର ଦାସଙ୍କୁ ଏସଆଇଡବ୍ଲୁର ଡିଆଇଜି ଦାୟିତ୍ୱ ଦିଆଯାଇଛି । ସେହିପରି ଅତିରିକ୍ତ ପୋଲିସ କମିଶନର ହୋଇଛନ୍ତି ବ୍ରିଜେଶ କୁମାର ରାୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ପୁଣି ଲଘୁଚାପ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ୧୦୫ ବର୍ଷ ବୟସରେ ମିଳିଲା ବଡ ଆଶ୍ୱସ୍ତି 🔴 ରତ୍ନଭଣ୍ଡାର ଗଣିତ ପ୍ରକ୍ରିୟା, ଆସନ୍ତା ୩୧ ଓ ସେପ୍ଟେମ୍ବର ୧ରେ 🔴 କମ୍ପିବ କଳିଙ୍ଗ ଷ୍ଟାଡିୟମ୍, ଆଜି ବିଶ୍ୱ ଦୌଡକୁଦ ଲଢ଼େଇ 🔴 ପୁଣି ୧ନଂ ହାଟରେ ନିଆଁ 🔴 ୨୮ରେ ମିଳିବ ସୁଭଦ୍ରା ଟଙ୍କା 🔴 ଗଛ ମୂଳେ ଚାଲିଛି କୁନି କୁନି ଶିଶୁଙ୍କ ଭବିଷ୍ୟତ 🔴 ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକଙ୍କ ପରଲୋକ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ପୁଣି ଲଘୁଚାପ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ୧୦୫ ବର୍ଷ ବୟସରେ ମିଳିଲା ବଡ ଆଶ୍ୱସ୍ତି 🔴 ରତ୍ନଭଣ୍ଡାର ଗଣିତ ପ୍ରକ୍ରିୟା, ଆସନ୍ତା ୩୧ ଓ ସେପ୍ଟେମ୍ବର ୧ରେ 🔴 କମ୍ପିବ କଳିଙ୍ଗ ଷ୍ଟାଡିୟମ୍, ଆଜି ବିଶ୍ୱ ଦୌଡକୁଦ ଲଢ଼େଇ 🔴 ପୁଣି ୧ନଂ ହାଟରେ ନିଆଁ 🔴 ୨୮ରେ ମିଳିବ ସୁଭଦ୍ରା ଟଙ୍କା 🔴 ଗଛ ମୂଳେ ଚାଲିଛି କୁନି କୁନି ଶିଶୁଙ୍କ ଭବିଷ୍ୟତ 🔴 ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକଙ୍କ ପରଲୋକ