Masthead

ନବ ଦାସଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟକର ତଥ୍ୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ନବଦାସଙ୍କ ମୃତ୍ୟୁକୁ ନେଇ ପ୍ରତିକ୍ରିୟା ରଖିଲେ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ । କହିଲେ ପୂର୍ବରୁ ବିରୋଧୀ ଦଳ ନେତା ମଧ୍ୟ କହିଥିଲେ, ବିଜେଡି ସେହି କଥାକୁ ଅଫିସିଆଲି ସ୍ୱୀକାର କରିଛି । ମନ୍ତ୍ରୀ ନବ ଦାସଙ୍କ ହତ୍ୟା ପଛରେ ବିଜେଡି ନେତାଙ୍କ ନାଁ ରହିଛି । ବିଜେଡି ମଧ୍ୟ ଅଫିସିଆଲି ପ୍ରମାଣ କରିଛି ଯେ ସେହି ନେତାଙ୍କର ସମ୍ପୃକ୍ତି ଅଛି ।

ଯେଉଁଥିପାଇଁ ଝାରସୁଗୁଡାରେ ନବଙ୍କ ସମର୍ଥକ ତଥା ବିଜେଡି ଲୋକଙ୍କର କ୍ରୋଧ ଅଛି । କେମିତି ସେଥିରୁ ବଞ୍ଚିବେ ବିଜେଡି ଚେଷ୍ଟା କରୁଛି । ତେଣୁ ଜାଣିଶୁଣି ପର୍ଯ୍ୟବେକ୍ଷକ ତାଲିକାରୁ ସେହି ନେତାମାନଙ୍କୁ ବାଦ ଦିଆଯାଇଛି । ଦଶାହ କାର୍ଯ୍ୟରୁ ମଧ୍ୟ କିଛି ଲୋକଙ୍କୁ ଦୂରେଇ ରଖାଯାଇଥିଲା । ହତ୍ୟାକାଣ୍ଡ ସହ ସମ୍ପୃକ୍ତି ଅଛି ବୋଲି ରାଜ୍ୟ ସରକାର ବିଶ୍ୱାସ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ