Masthead

ଆଜି ନବମ ଅନ୍ତର୍ଜାତୀୟ ଯୋଗ ଦିବସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ନବମ ଅନ୍ତର୍ଜାତୀୟ ଯୋଗ ଦିବସ । ଯୋଗ ଦ୍ବାରା ମନ ଶାନ୍ତ ଓ ଦେହ ସୁସ୍ଥ ରହିଥାଏ । ଶରୀରର ସୁରକ୍ଷା କବଚ ହେଉଛି ଯୋଗ । ଏହାର ଉପାଦେୟତାକୁ ବୁଝି ପ୍ରତିବର୍ଷ ଜୁନ ୨୧ତାରିଖରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ ।ସାରା ବିଶ୍ୱରେ ବୟସ୍କଙ୍କଠାରୁ ଆରମ୍ଭ କରି ଯୁବପିଢିଙ୍କର ଯୋଗ ପ୍ରତି ରହିଛି ଆଗ୍ରହ ।

ଚଳିତ ବର୍ଷର ଥିମ୍ ରହିଛି ଯୋଗ ମାଧ୍ୟମରେ ପୂରା ପୃଥିବୀକୁ ଗୋଟିଏ ପରିବାରରେ ବାନ୍ଧି ରଖିବା । ଅର୍ଥାତ୍ ଗୋଟିଏ ବିଶ୍ୱ, ଗୋଟିଏ ପରିବାର ଓ ଗୋଟିଏ ଭବିଷ୍ୟତ । ଆମେରିକାରୁ ଯୋଗ ମନ୍ତ୍ର ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କହିଛନ୍ତି, ଗ୍ଲୋବାଲ ସ୍ପିରିଟରେ ପରିଣତ ହୋଇଛି ଯୋଗ । ଯୋଗ କରିବା ଦ୍ୱାରା ଦେହ ସୁସ୍ଥ ରହିବା ସହ ଆୟୁଷ ଓ ବଳ ବଢିଥାଏ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା