Masthead

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ, ଶ୍ରୀନଗରରେ ଯୋଗ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ।ସୁସ୍ଥ ଜୀବନ ପାଇଁ ଦରକାର ଯୋଗ । କେବଳ ଶରୀର ନୁହେଁ, ମାନସିକ ଶାନ୍ତି ଓ ଏକାଗ୍ରତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ । ଏଥିପାଇଁ ସାରା ବିଶ୍ୱରେ ଯୋଗ ପ୍ରତି ସଚେତନତା ସୃଷ୍ଟି କରିବା ପାଇଁ ଆଜିର ଦିନକୁ ଅର୍ଥାତ୍ ଜୁନ୍ ୨୧ ତାରିଖକୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥାଏ । ଆଜି କେବଳ ଦେଶ ନୁହେଁ, ସମଗ୍ର ବିଶ୍ୱରେ ଯୋଗ ଦିବସ ପାଳନ କରାଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଏହି ଦିନର ଶୁଭାରମ୍ଭ ହୋଇଥିଲା, ଯାହା ଏବେ ୧୦ ବର୍ଷରେ ପହଂଚିଛି ।

ଏହି ଅବସରରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରୀନଗରର ଶେର-ଏ-କଶ୍ମୀର ଇଂଟରନ୍ୟାସନାଲ କନଭେନସନ୍ ସେଣ୍ଟରରେ ଯୋଗ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଶ୍ରୀନଗରରେ ଯୋଗ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ । ଯୋଗ ପ୍ରତି ସାରା ବିଶ୍ବ କିପରି ଆକର୍ଷିତ ହୋଇଛି କହିଲେ । ଦିନକୁ ଦିନ ଅଧିକରୁ ଅଧିକ ଲୋକ ଯୋଗାଭ୍ୟାସ କରୁଛନ୍ତି । ଯୋଗ ପ୍ରତି ଆକର୍ଷଣ ବଢ଼ିବାରେ ଲାଗିଛି । ସେପଟେ କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ ସାମିଲ ହେଲେ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା