Masthead

ଆଜି ନବମ ଅନ୍ତର୍ଜାତୀୟ ଯୋଗ ଦିବସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ନବମ ଅନ୍ତର୍ଜାତୀୟ ଯୋଗ ଦିବସ । ଯୋଗ ଦ୍ବାରା ମନ ଶାନ୍ତ ଓ ଦେହ ସୁସ୍ଥ ରହିଥାଏ । ଶରୀରର ସୁରକ୍ଷା କବଚ ହେଉଛି ଯୋଗ । ଏହାର ଉପାଦେୟତାକୁ ବୁଝି ପ୍ରତିବର୍ଷ ଜୁନ ୨୧ତାରିଖରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ ।ସାରା ବିଶ୍ୱରେ ବୟସ୍କଙ୍କଠାରୁ ଆରମ୍ଭ କରି ଯୁବପିଢିଙ୍କର ଯୋଗ ପ୍ରତି ରହିଛି ଆଗ୍ରହ ।

ଚଳିତ ବର୍ଷର ଥିମ୍ ରହିଛି ଯୋଗ ମାଧ୍ୟମରେ ପୂରା ପୃଥିବୀକୁ ଗୋଟିଏ ପରିବାରରେ ବାନ୍ଧି ରଖିବା । ଅର୍ଥାତ୍ ଗୋଟିଏ ବିଶ୍ୱ, ଗୋଟିଏ ପରିବାର ଓ ଗୋଟିଏ ଭବିଷ୍ୟତ । ଆମେରିକାରୁ ଯୋଗ ମନ୍ତ୍ର ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କହିଛନ୍ତି, ଗ୍ଲୋବାଲ ସ୍ପିରିଟରେ ପରିଣତ ହୋଇଛି ଯୋଗ । ଯୋଗ କରିବା ଦ୍ୱାରା ଦେହ ସୁସ୍ଥ ରହିବା ସହ ଆୟୁଷ ଓ ବଳ ବଢିଥାଏ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ