Masthead

ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ । ଆସନ୍ତାକାଲି ସକାଳ ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଇଣ୍ଟରନେଟ ସେବା । ତେବେ କିଛି ଅଞ୍ଚଳରେ ଇଣ୍ଟରନେଟ ସେବା ଚାଲୁ ରଖିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଲିଜ ଲାଇନ ନେଇଥିବା ବ୍ୟବସାୟିକ ଅନୁଷ୍ଠାନରେ ଇଣ୍ଟରନେଟ ସେବା ଉପଲବ୍ଧ ହେବ । କୁଚିଣ୍ଡା, ରେଢାଖୋଲ, ନାକଟିଦେଉଳ, ଜୁଜୁମରା, ବାମରା ଓ ଜମନକିରା ବ୍ଲକ ଅଞ୍ଚଳରେ ଇଣ୍ଟରନେଟ ସେବା ଉପଲବ୍ଧ ହେବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି