Masthead

ସମ୍ବଲପୁରରେ ଆଉ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ):  ସମ୍ବଲପୁରରେ ଆଉ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ । ଆସନ୍ତାକାଲି ସକାଳ ୧୦ ଟା ପର୍ୟ୍ୟନ୍ତ ଇଣ୍ଟରନେଟ ସେବା ବନ୍ଦ ରହିବ । ସୋସିଆଲ ମିଡିଆ ଅପବ୍ୟବହାର ଆଶଙ୍କାରେ କଟକଣା ବଢ଼ାଇ ଦିଆଯାଇଛି । ସେପଟେ ସ୍ୱାଭାବିକ ହେଉଛି ସମ୍ବଲପୁର । କର୍ଫ୍ୟୁ କଟକଣାକୁ ଆହୁରି କୋହଳ କରିଛି ଜିଲ୍ଳା ପ୍ରଶାସନ ।

ଅତ୍ୟାବଶ୍ୟକ ସାମଗ୍ରୀ କିଣାକିଣି ପାଇଁ ଆଜିଠାରୁ ସହରବାସୀଙ୍କୁ ସାଢ଼େ ୮ ଘଣ୍ଟାର ସମୟ ମିଳିବ । ସକାଳ ୭ଟାରୁ ଦିନ ଗୋଟାଏ, ୬ଘଣ୍ଟା ଏବଂ ଦିନ ସାଢ଼େ ୩ଟାରୁ ସନ୍ଧ୍ୟା ୬ଟା, ଅଢ଼େଇ ଘଣ୍ଟା ପାଇଁ କର୍ଫ୍ୟୁକୁ କୋହଳ କରାଯାଇଛି । ତେବେ ଆବଶ୍ୟକତା ଥିଲେ ହିଁ ଘରୁ ବାହାରକୁ ବାହାରିବା ପାଇଁ ପ୍ରଶାସନ ପକ୍ଷରୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା