Masthead

ଷ୍ଟେସନ କର୍ମଚାରୀଙ୍କୁ ସିବିଆଇର ଜେରା

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାହାନଗା ରେଳ ଟ୍ରାଜେଡି । ଷ୍ଟେସନ ଦାୟିତ୍ୱରେ ଥିବା ସମସ୍ତ କର୍ମଚାରୀଙ୍କୁ ସିବିଆଇ ପଚରାଉଚରା ଜାରି ରଖିଛି । ବର୍ତମାନ ସୁଦ୍ଧା କୌଣଷି କର୍ମଚାରୀ କିମ୍ବା ଅଧିକାରୀଙ୍କୁ ସିବିଆଇ ଅଟକ କିମ୍ବା ଗିରଫ କରି ନାହିଁ । ଦୁର୍ଘଟଣା କ୍ଷତିଗ୍ରସ୍ତ ହୋଇଥିବା ସମସ୍ତ ଟ୍ରାକର ମରାମତି ଶେଷ ହୋଇଛି । ସିବିଆଇ ଦ୍ବାରା ସିଲ୍ ହୋଇଥିବା ରିଲେ ଓ ପେନାଲ ରୁମକୁ ଖୋଲା ଯାଇଛି । ଖୁବ୍ ଶୀଘ୍ର ସିଗ୍ନାଲ ପୁନଃ କାର୍ୟ୍ୟକ୍ଷମ ହେବ ସେଥିପାଇଁ କାର୍ୟ୍ୟ ଜାରି ରଖିଛି । ଖୁବ୍ ଶୀଘ୍ର ବାହାନଗା ଷ୍ଟେସନରେ ପୂର୍ବଭଳି ଅଟକିବ ରେଳ । ଏନେଇ ସୂଚନା ଦେଇଛନ୍ତି ସିପିଆରଓ ଆଦିତ୍ୟ ଚୌଧୁରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି