Masthead

ଆଜିଠୁ ଆନ୍ତଃରାଜ୍ୟ ବସ ଚଳାଚଳ ବନ୍ଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠୁ ବନ୍ଦ ରହିବ ଆନ୍ତଃରାଜ୍ୟ ବସ୍ ଚଳାଚଳ । ଓଡ଼ିଶାରୁ ଅନ୍ୟ ରାଜ୍ୟକୁ ଯିବା ଆସିବା କରୁଥିବା ସମସ୍ତ ବସ ବନ୍ଦ ରହିବ । ରାଜ୍ୟ ସରକାରଙ୍କ ନୂଆ ଗାଇଡ଼ଲାଇନ ଅନୁଯାୟୀ ଆନ୍ତଃରାଜ୍ୟ ବସ ଚଳାଚଳକୁ ବନ୍ଦ କରାଯାଇଛି । କିନ୍ତୁ ପୂର୍ବପରି ରାଜ୍ୟ ମଧ୍ୟରେ ବସ୍ ଚଳାଚଳ ସ୍ୱଭାବିକ ରହିବ । ଗାଇଡ଼ଲାଇନ ଅନୁଯାୟୀ, ବସରେ କେବଳ ଯାତ୍ରୀମାନେ କୋଭିଡ଼ ଗାଇଡଲାଇନ ମାନି ସିଟିଂରେ ଯାଇପାରିବେ ।

ଏହା ସହିତ ଅଟୋ ଏବଂ ରିକ୍ସାରେ କେବଳ ୨ ଜଣଙ୍କୁ ଯିବାକୁ ଅନୁମତି ମିଳିବ । ସେହିପରି ଆଜିଠାରୁ ମଧ୍ୟ ରାଜ୍ୟରେ ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଓ ହଷ୍ଟେଲ ମଧ୍ୟ ବନ୍ଦ ରହିବ । ସୋମବାର ସୁଦ୍ଧା ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ହଷ୍ଟେଲ ଖାଲି କରିବାକୁ ନିର୍ଦ୍ଦେଶ ଦେବା ପରେ ଏବେ ଘରମୁହାଁ ହୋଇଛନ୍ତି ଛାତ୍ରଛାତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି