Masthead

ଓଲଟିଲା ଏଚପି ଗ୍ୟାସ ଟ୍ୟାଙ୍କର

ଛତ୍ରପୁର (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଛତ୍ରପୁର ବାଇପାସ ତାମ୍ପରା ଛକ ନିକଟରେ ଏଚପି ଗ୍ୟାସ ଟ୍ୟାଙ୍କର ଓଲଟି ପଡିଛି । ବିଶାଖାପାଟଣାରୁ ତରଳ ଗ୍ୟାସ ନେଇ ଏହି ଟ୍ୟାଙ୍କର ଖୋର୍ଦ୍ଧା ରୋର୍ଡ ଯାଉଥିଲା । ଘନ କୁହୁଡି ଯୋଗୁଁ ଡ୍ରାଇଭର ରାସ୍ତାର ଡିଭାଇଡର ଉପରେ ଗାଡି ଛଢାଇଦେବାରୁ ଏହି ଦୁର୍ଘଟଣା ଘଟିଥିଲା । ପୋଲିସ ରାସ୍ତାର ଉଭୟ ପଟକୁ ସିଲ୍ କରିଛି । ଘଟଣାସ୍ଥଳରେ ବିଭାଗୀୟ କର୍ମଚାରୀମାନେ ପହଞ୍ଚ ତଦନ୍ତ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ 🔴 ଅନ୍ଧବିଶ୍ୱାସ ପାଇଁ ଗାଁ ଛାଡ଼ିଲେ ପରିବାର 🔴 ରାକ୍ଷୀ ପୂର୍ଣ୍ଣିମାରେ ବାଣିଜ୍ୟ ଓ ପରିବହନ ବିଭାଗର ଅଭିନବ ପ୍ରୟାସ 🔴 ଜମିବାଡ଼ି ପାଇଁ ମାଆର ଜୀବନ ନେଲା ପୁଅ 🔴 ୧୩ ରେ ଲଘୁଚାପ ! 🔴 ପୁଣି ଆସୁଛି ଲଘୁଚାପ ! 🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ 🔴 ଅନ୍ଧବିଶ୍ୱାସ ପାଇଁ ଗାଁ ଛାଡ଼ିଲେ ପରିବାର 🔴 ରାକ୍ଷୀ ପୂର୍ଣ୍ଣିମାରେ ବାଣିଜ୍ୟ ଓ ପରିବହନ ବିଭାଗର ଅଭିନବ ପ୍ରୟାସ 🔴 ଜମିବାଡ଼ି ପାଇଁ ମାଆର ଜୀବନ ନେଲା ପୁଅ 🔴 ୧୩ ରେ ଲଘୁଚାପ ! 🔴 ପୁଣି ଆସୁଛି ଲଘୁଚାପ !