Masthead

ଓଲଟିଲା ପ୍ରବାସୀଙ୍କ ବସ

ଗ୍ୱାଲିୟର (ବଡ ଖବର ବ୍ୟୁରୋ): ଦିଲ୍ଲୀରୁ ପ୍ରବାସୀ ଶ୍ରମିକଙ୍କୁ ନେଇ ମଧ୍ୟପ୍ରଦେଶ ଆସୁଥିବା ଏକ ବସ ଓଲଟି ପଡିଛି । ଶ୍ରମିକଙ୍କ ମଧ୍ୟରୁ ୩ ଜଣଙ୍କର ପ୍ରାଣହାନି ଘଟିଛି। ଅନ୍ୟ ୧୨ ଜଣ ଆହତ ହୋଇଛନ୍ତି। ବସଟି ପ୍ରବାସୀ ଶ୍ରମିକଙ୍କୁ ନେଇ ଦିଲ୍ଲୀର ସରାଇ କାଲେ ଖାନ୍ରୁ ମଧ୍ୟପ୍ରଦେଶର ଟିକମଗଡ ଅଞ୍ଚଳକୁ ଆସୁଥିଲା। ବସରେ ପ୍ରାୟ ୧୦୦ ଜଣ ଯାତ୍ରୀ ଥିବା ପୁଲିସ ଏସପି ଅମିତ ସାଂଘି ସୂଚନା ଦେଇଛନ୍ତି ।

ସେମାନଙ୍କ ମଧ୍ୟରେ ଅନେକ ଶିଶୁ ରହିଥିବା ମଧ୍ୟ ଜଣାପଡିଛି । ଆହତମାନଙ୍କୁ ଗ୍ୱାଲିୟରସ୍ଥିତ ଏକ ସରକାରୀ ହସପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଗାଡିର ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ ଏହି ଦୂର୍ଘଟଣା ଘଟିଥିବା କୁହାଯାଉଛି । ଦୁର୍ଘଟଣା ପରେ ବସ ଡ୍ରାଇଭର ଓ କଣ୍ଡକ୍ଟର ଫେରାର ହୋଇଯାଇଛନ୍ତି। ଦିଲ୍ଲୀରେ ଲକଡାଉନ ଘୋଷଣା ହେବାପରେ ସେମାନେ ନିଜ ରାଜ୍ୟକୁ ଫେରୁଥିବା ଜଣା ପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ